www.samajalive.in
Sunday, December 14, 2025
23.1 C
Bhubaneswar

ଷ୍ଟେଟ ବ୍ୟାଙ୍କ ଭୁବନେଶ୍ବର ମଣ୍ଡଳ ମୁଖ୍ୟ ମହାପ୍ରବନ୍ଧକ ଭାବେ କାର୍ଯ୍ୟଭାର ଗ୍ରହଣକଲେ ଦିନେଶ ପୃଥି

ଭୁବନେଶ୍ୱର- ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ବର ମଣ୍ଡଳର ନୂତନ ମହାପ୍ରବନ୍ଧକ ରୂପେ ଦିନେଶ ପୃଥି ଦାୟିତ୍ଵ ଗ୍ରହଣ କରିଛନ୍ତି ।

ପୃଥି ୧୯୯୧ ମସିହାରେ ଷ୍ଟେଟ ବ୍ୟାଙ୍କରେ ପ୍ରୋବେସନାରୀ ଅଫିସର ଭାବେ ଯୋଗ ଦେଇଥିଲେ । ଏହା ପୂର୍ବରୁ ସେ ମୁମ୍ବାଇ ସ୍ଥିତ ଷ୍ଟେଟ ବ୍ୟାଙ୍କ କର୍ପୋରେଟ କାର‌୍ୟ୍ୟାଳୟରେ ମୁଖ୍ୟ ମହାପ୍ରବନ୍ଧକ (ସ୍ଵତନ୍ତ୍ର ପ୍ରକଳ୍ପ ) ବିଭାଗରେ କାର‌୍ୟ୍ୟରତ ଥିଲେ । ତାଙ୍କ ନିଯୁକ୍ତି ଚନ୍ଦର ଶେଖର ଶର୍ମାଙ୍କ ସ୍ଥାନରେ ହୋଇଛି । ଶର୍ମା ଷ୍ଟେଟ ବ୍ୟାଙ୍କ ଭୋପାଳ ମଣ୍ଡଳର ମହାପ୍ରବନ୍ଧକ ଭାବରେ ସ୍ଥାନାନ୍ତରିତ ହୋଇଛନ୍ତି ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories