www.samajalive.in
Sunday, December 7, 2025
26.1 C
Bhubaneswar

୧୧ ଫୁଟ ଲମ୍ବର ଅଜଗର ଉଦ୍ଧାର 

ଗୋପାଳପୁର : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ  ନିକଟସ୍ଥ ଅନ୍ତରବାଟିଆ ଗ୍ରାମରେ ରାତ୍ର ପ୍ରାୟ ୮ଟା ବେଳେ  ଗ୍ରାମରେ ଥିବା ୟୁ ପି ସ୍କୁଲ ନିକଟସ୍ଥ  ମୁଖ୍ୟ ରାସ୍ତା ଦେଇ ଅଜଗର ଯାଉଥିବା ବେଳେ ଗ୍ରାମର ଲୋକେ ଦେଖି ସ୍ନେକ୍ ହେଲ୍ପ ଲାଇନର ସ୍ଵାଧୀନ କୁମାର ସାହୁଙ୍କୁ ଖବର ଦେଇଥିଲେ। ଖବର ପାଇ ସ୍ଵାଧୀନ ସେଠାରେ ପହଞ୍ଚି ଅଜଗରକୁ ଉଦ୍ଧାର କରିଥିଲେ। ଅଜଗରଟି ପ୍ରାୟ ୧୧ ଫୁଟ ଲମ୍ବ ଏବଂ ଓଜନ ପ୍ରାୟ ୧୫ କେଜି ହେବ। ଏହି ସାପକୁ ଅନ୍ୟ ଏକ ଜଙ୍ଗଲରେ ଛଡ଼ାଯିବ ବୋଲି କହିଛନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories