www.samajalive.in
Tuesday, December 9, 2025
23.1 C
Bhubaneswar

ବ୍ୟାଙ୍କ ଟ୍ରେଜେରୀ ଭାଙ୍ଗି ୧୪ ଲକ୍ଷ ଲୁଟ୍‌‌ ଅଭିଯୋଗ

ବାଙ୍କୀ : ସେଣ୍ଟ୍ରାଲ କୋ-ଅପରେଟିଭ ବ୍ୟାଙ୍କରୁ ଶୁକ୍ରବାର ବଡ ଧରଣର ଲୁଟ୍‌‌ ହୋଇଛି। ବ୍ୟାଙ୍କ ଟ୍ରେଜେରୀ ଭାଙ୍ଗି ଦୁର୍ବୃତ୍ତ ପ୍ରାୟ ୧୪ ଲକ୍ଷ ଲୁଟ୍‌‌ କରିଥିବା ନେଇ ଅଭିଯୋଗ ହୋଇଛି। ହାର୍ଡଡିସ୍କ, କମ୍ପ୍ୟୁଟର, ସିସିଟିଭି କ୍ୟାମେରା ମଧ୍ୟ ଭାଙ୍ଗି ଥିବା ଅଭିଯୋଗ ହୋଇଛି। ଘଟଣା ସ୍ଥଳରେ କଟକ ଏସ୍‌‌ପିଙ୍କ ସହ ଅନ୍ୟ ପୁଲିସ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Hot this week

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

Related Articles

Popular Categories