www.samajalive.in
Tuesday, December 9, 2025
15.1 C
Bhubaneswar

କାଳିଆ ଛାତ୍ରବୃତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର : କାଳିଆ ଛାତ୍ରବୃତ୍ତିକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିଛି। ସଂଶୋଧିତ ମାର୍ଗଦର୍ଶିକା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଜାରି କରିଛି। କାଳିଆ ଯୋଜନା ହିତାଧିକାରୀମାନଙ୍କ ପିଲାଙ୍କୁ ଛାତ୍ରବୃତ୍ତି ମିଳିବ। ପିଜି ପାଇଁ ସର୍ବାଧିକ ୨ ବର୍ଷ ଓ ପିଏଚ୍‌‌ଡି ପାଇଁ ସର୍ବାଧିକ ୪ ବର୍ଷ ବୃତ୍ତି ପ୍ରଦାନ କରାଯିବ। ଆଇଟିଆଇ ଟ୍ରେଡର ଛାତ୍ରଛାତ୍ରୀ ମଧ୍ୟ ବୃତ୍ତି ପାଇବେ। ପିଜି,ୟୁଜି ଓ ପିଏଚ୍‌‌ଡି ଶିକ୍ଷାନୁଷ୍ଠାନରେ ମାସିକ ହଷ୍ଟେଲ ଖର୍ଚ୍ଚ ୧୨୦୦ ଟଙ୍କା ଏହାସହ ଡିପ୍ଲୋମା, ପଲିଟେକନିକ ଓ ଆଇଟିଆଇ ପିଲାଙ୍କ ମାସିକ ହଷ୍ଟେଲ ଖର୍ଚ୍ଚ ପ୍ରାୟ ୧ ହଜାର ପ୍ରଦାନ କରାଯିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories