www.samajalive.in
Monday, December 8, 2025
20.1 C
Bhubaneswar

ଅଯୋଧ୍ୟା ଧ୍ୟାମ ଷ୍ଟେସନରୁ ଗଡ଼ିଲା ଅମୃତ ଭାରତ ଓ ବନ୍ଦେ ଭାରତ ଟ୍ରେନ, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ପୁନର୍ବିକଶିତ ଅଯୋଧ୍ୟା ଧ୍ୟାମ ଷ୍ଟେସନରୁ ୨ଟି ଅମୃତ ଭାରତ ଓ ୬ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏହି ନୂଆ ଅମୃତ ଭାରତ ଟ୍ରେନ ଦରଭଙ୍ଗା-ଅଯୋଧ୍ୟା-ଆନନ୍ଦ ବିହାର ଟର୍ମିନାଲ ଅମୃତ ଭାରତ ଏକ୍ସପ୍ରେସ ଏବଂ ମାଲଦା ଟାଉନ-ସାର ଏମ ଵିଶେସ୍ୱାରାୟ ଟର୍ମିନସ ଅମୃତ ଭାରତ ଏକ୍ସପ୍ରେସ ଭାବେ ଚଳାଚଳ କରିବ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ୩ଟି ରେଳ ପ୍ରକଳ୍ପକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏଥିରେ ୨ ହଜାର ୩୦୦ କୋଟି ଟଙ୍କା ବ୍ୟୟ କରାଯାଇଛି। କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନବ ନିର୍ମିତ ମହର୍ଷି ବାଲ୍ମୀକି ଅନ୍ତର୍ଜାତୀୟ ବିମାନ ବନ୍ଦର ଅଯୋଧ୍ୟା ଧ୍ୟାମ ଉଦଘାଟନ କରିବେ।

Hot this week

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories