www.samajalive.in
Tuesday, December 9, 2025
15.1 C
Bhubaneswar

ଓଡ଼ିଆ ପୁଅ ହେଲେ ରାଜସ୍ଥାନ ପୁଲିସ ମହାନିର୍ଦ୍ଦେଶକ

ଡେସ୍କ: ଉମେଶ ମିଶ୍ରଙ୍କ ସ୍ବେଚ୍ଛାକୃତ ଅବସର ପରେ ଆଇପିଏସ୍ ଉତ୍କଳ ରଂଜନ ସାହୁଙ୍କୁ ରାଜସ୍ଥାନର ପୁଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଶୁକ୍ରବାର ରାଜସ୍ଥାନ ସରକାର ଏହି ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ହୋମଗାର୍ଡ ବିଭାଗର ମହାନିର୍ଦ୍ଦେଶକ ତଥା କମାଣ୍ଡାଣ୍ଟ ଜେନେରାଲ ଆଇପିଏସ ଉତ୍କଳ ରଂଜନ ସାହୁ ଅତିରିକ୍ତ ଭାବେ ପୁଲିସ ମହାନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ।

ଉତ୍କଳ ରଂଜନ ସାହୁ ଜଣେ ୧୯୮୮ ବ୍ୟାଚ୍ ଆଇପିଏସ୍ ଅଧିକାରୀ। ଓଡ଼ିଆ ପୁଅ ଉତ୍କଳ ରଂଜନ ସାହୁ ଜୁନ୍ ୨୦୨୦ରେ ଡିଜି ପଦବୀକୁ ଉନ୍ନୀତ ହୋଇଥିଲେ। ଏହା ପୂର୍ବରୁ ତାଙ୍କୁ ସେ ସାଢେ ତିନି ବର୍ଷ ପାଇଁ ହୋମ ଗାର୍ଡ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories