www.samajalive.in
Monday, December 8, 2025
24.1 C
Bhubaneswar

ଡିଜିପି ଦାୟିତ୍ୱରେ ଅରୁଣ ଷଡଙ୍ଗୀ

ଭୁବନେଶ୍ୱର-ଡିଜିପି ଦାୟିତ୍ୱରେ ଅରୁଣ ଷଡଙ୍ଗୀ । ଡିସେମ୍ବର ୩୧ ତାରିଖ ରବିବାରରେ ଡିଜିପି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଶେଷ ହେଉଛି । ୧୯୯୦ ବ୍ୟାଚର ଆପିଏସ୍‌ ଅଧିକାରୀ ଅରୁଣ ଷଡଙ୍ଗୀ ଡିଜିପି ଦାୟିତ୍ୱରେ ରହିବେ ବୋଲି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।

ନିୟମିତ ଡିଜିପି ନିଯକ୍ତ ହେବା ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ । ଏବେ ବିଜୁପଟ୍ଟନାୟକ ପୁଲିସ ଅକାଦେମୀର ନିର୍ଦ୍ଦେଶକ ରହିଛନ୍ତି । ସେ ତାଳଚେରରେ ଏସ୍‌ଡିପିଓ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ରାୟଗଡା, ବ୍ରହ୍ମପୁରର, ଜଗତସିହଂପୁର ଏସ୍‌ପି ସହ କେନ୍ଦ୍ରାଞ୍ଚଳ ଡିଆଇଜି ଏବଂ ଆଇନଶୃଙ୍ଖଳା ଆଇଜି ଭାବେ କାର୍ଯ୍ୟ ତୁଲାଇଛନ୍ତି ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories