www.samajalive.in
Thursday, December 11, 2025
18.1 C
Bhubaneswar

ବଡ଼ଭାଇକୁ ସାନଭାଇର ଗୁଳିମାଡ଼

ସୁନ୍ଦରଗଡ଼: କିଞ୍ଜିରିକେଲା ଥାନା ପାଟକିଶୋର ଗାଁରେ ଗୁଳିକାଣ୍ଡ ଘଟିଥିବା ସୂଚନା ମିଳିଛି। ଘରୋଇ କଳିରୁ ବଡ଼ଭାଇକୁ ସାନଭାଇ ଗୁଳିମାଡ଼ କରିଛି। ଗୁଳିମାଡ଼ରେ ବଡ଼ଭାଇ ବାସୁଦେବ ସାହା ଗୁରୁତର ହୋଇଛନ୍ତି। ବଡ଼ଭାଇ ବାସୁଦେବ ସାହାଙ୍କୁ ଗୁରୁତର ଅବସ୍ଥାରେ ସୁନ୍ଦରଗଡ଼ ଜିଲା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଗୁଳିମାଡ଼ କରି ସାଇଭାଇ ଗାଁରୁ ଫେରାର ହୋଇଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories