www.samajalive.in
Monday, December 8, 2025
24.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୬୩୬ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଦେଶ ସହ ଦୁନିଆର ଅନେକ ସ୍ଥାନରେ କରୋନା ସଂକ୍ରମଣ ଲମ୍ବ ଡିଆଁ ମାରୁଥିବା ଦେଖାଯାଉଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ସୋମବାର ମିଳିଥିବା ତଥ୍ୟ ଅନୁଯାୟୀ, ଦେଶରେ ଗତ ୨୪ ଘଣ୍ଟାରେ ୬୩୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪,୩୯୪ ଯାଏଁ ପହଞ୍ଚିଛି। ଏହାସହ ୩ ଜଣଙ୍କ ମୃତ୍ୟୁ ହୋଇଛି। ଏହାପୂର୍ବରୁ ରବିବାରରେ ଦେଶରେ କରୋନାର ୮୪୧ ନୂଆ ମାମଲା ରେକର୍ଡ କରାଯାଇଥିଲା। ଯାହା ୭ ମାସ ମଧ୍ୟରେ ସବୁଠାରୁ ଅଧିକ ମାମଲା ଥିଲା।
ଦେଶରେ ବୃଦ୍ଧି ପାଉଥିବା ସଂକ୍ରମଣକୁ ଦେଖି ସ୍ୱାସ୍ଥ୍ୟ ବିଶେଷଜ୍ଞ ସଭିଁଙ୍କୁ ସଚେତନତା ଓ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି। କରୋନାର ନୂଆ ପ୍ରକରଣ ଜେଏନ.୧ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଦେଖାଯାଉଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories