ଇଂରାଜୀ ନବବର୍ଷ ୨୦୨୪ ; ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଂରାଜୀ ନବବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ଇଂରାଜୀ ନବବର୍ଷ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ବୋଲି ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତିା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ,ଶାନ୍ତି ଓ ସମୃଦ୍ଧି ଆଣିଦେଉ।

Comments are closed.