www.samajalive.in
Monday, December 8, 2025
27.1 C
Bhubaneswar

ଡ. ପ୍ରଭାସ ଆଚାର୍ଯ୍ୟଙ୍କ ‘ସମାଜ’ ରିଲିଫ କମିଟି ଅଧ୍ୟକ୍ଷ ଦାୟିତ୍ବ ଗ୍ରହଣ

କଟକ  : ‘ସମାଜ’ ରିଲିଫ କମିଟିର ଅଧ୍ୟକ୍ଷ ଭାବେ ସୋମବାର ଅପରାହ୍ଣରେ ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ଡ. ପ୍ରଭାସ ଆଚାର୍ଯ୍ୟ ଦାୟିତ୍ବ ଗ୍ରହଣ କରିଛନ୍ତି। ମଣ୍ଡଳର ଓଡ଼ିଶା ଶାଖା କାର୍ଯ୍ୟକାରୀ କମିଟିର ନିଷ୍ପତ୍ତି ଅନୁସାରେ ରିଲିଫ କମିଟିକୁ ପୁନର୍ଗଠନ କରାଯାଇଛି।

ନବଗଠିତ କମିଟିରେ ଲୋକସେବକ ମଣ୍ଡଳର ଆଜୀବନ ସଦସ୍ୟ ରାଜେନ୍ଦ୍ର କୁମାର ଜେନା ସମ୍ପାଦକ ରହିଛନ୍ତି। ଡା. ଶିଶୁଶଙ୍କର ମିଶ୍ର, ଭବାନୀ ପ୍ରସାଦ ମିଶ୍ର, ମହେଶ ମଲ୍ଲ ଓ ପଲ୍ଲବ ଦାଶ ସଦସ୍ୟ ରହିଥିବାବେଳେ ‘ସମାଜ’ର ସମ୍ପାଦକ ଡ. ପ୍ରମୋଦ କୁମାର ମହାପାତ୍ର, ‘ସମାଜ’ର ମୁଖ୍ୟ ପରିଚାଳକ ଶିବରାମ ମିଶ୍ର ଓ ଲୋକନାଥ ରାଉତ କମିଟିକୁ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories