www.samajalive.in
Sunday, December 7, 2025
26.1 C
Bhubaneswar

ତଣ୍ଟି କାଟି ଲୁଟିଲେ ଟଙ୍କା

ଭୁବନେଶ୍ୱର : ତଣ୍ଟି କାଟି ଟଙ୍କା ବ୍ୟାଗ୍‌‌ ଲୁଟିନେଲେ ଦୁର୍ବୃତ୍ତ। ଏଭଳି ଘଟଣା ରାଜଧାନୀ ଭୁବନେଶ୍ୱରର ଡମଣା ଗାଁରେ ଘଟିଛି। ଯୁବକଙ୍କ ତଣ୍ଟି କାଟି ୬ ହଜାର ଟଙ୍କା ଲୁଟ୍‌‌ ହୋଇଛି। ଦୋକାନ ଯିବା ପାଇଁ ବାହାରିଥିବା ବେଳେ ଘର ଆଗରେ ଲୁଟ୍‌‌ ହୋଇଛି। ଆହତ ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରାଯାଇ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories