www.samajalive.in
Tuesday, December 9, 2025
26.1 C
Bhubaneswar

ମୁହଁର ଶୁଷ୍କତା ପାଇଁ ଚିନ୍ତିତ କି ? ଆପଣାନ୍ତୁ ଏହି ଉପାୟ

ଶୀତଦିନେ ସାଧାରଣତଃ ଶରୀର ଓ ମୁହଁ ଶୁଷ୍କ ଲାଗିଥାଏ। ଶୁଷ୍କତାକୁ ଦୂର କରିବା ପାଇଁ ଆମେ ବିଭିନ୍ନ ପ୍ରକାରର କ୍ରିମ, ଲୋଶନର ମଧ୍ୟ ବ୍ୟବହାର କରିଥାଉ। ମାତ୍ର ଏହି କ୍ରିମ ଓ ଲୋଶନ ଅଧିକ ସମୟ ରହିନଥାଏ। କିଛି ସହଜ ଓ ଘରୋଇ ଉପଚାର ଦ୍ୱାରା ଆମେ ଏହି ସମସ୍ୟାରୁ ମୁକ୍ତି ପାଇପାରିବା। ଜାଣନ୍ତୁ ସେହି ଘରୋଇ ଉପଚାର ବିଷୟରେ ….


ଅଲିଭ ଅଏଲ – ତୁଳା ସାହାଯ୍ୟରେ ନିଜ ମୁହଁରେ ଅଲିଭ ଅଏଲ ଲଗାନ୍ତୁ। ଏହା ପରେ ହାତରେ ଧୀରେ ଧୀରେ ମୁହଁକୁ ମାଲିସ କରନ୍ତୁ। ପ୍ରତିଦିନ ଏପରି କଲେ ମୁହଁର ଶୁଷ୍କତା ଦୂର ହୋଇଥାଏ।

- Advertisement -


ନଡ଼ିଆ ତେଲ – ନିୟମିତ ନଡ଼ିଆ ତେଲକୁ ତୁଳାରେ ମୁହଁରେ ଲଗାନ୍ତୁ। ଏହାଦ୍ୱାରା ମୁହଁର ଶୁଷ୍କତା ଦୂର ହୋଇଥାଏ।


ମହୁ ଓ କ୍ଷୀର – ମହୁ ଓ କ୍ଷୀରକୁ ମିଶାଇ ଏକ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହା ପରେ ଏହାକୁ ମୁହଁରେ ଭଲ ଭାବେ ଲଗାନ୍ତୁ। ୧୫ ରୁ ୨୦ ମିନିଟ ରଖିବା ପରେ ମୁହଁକୁ ଧୋଇ ଦିଅନ୍ତୁ। ଏହାଦ୍ୱାରା ମୁହଁର ଶୁଷ୍କତା ଦୂର ହେବା ସହ ମୁହଁ ସୁନ୍ଦର ଓ ଉଜ୍ୱଳ ହୋଇଥାଏ।
ଘିକୁଆଁରୀ ଜେଲ – ଘିକୁଆଁରୀ ଜେଲକୁ ମୁହଁରେ ଲଗାଇବା ଦ୍ୱାରା ମଧ୍ୟ ମୁହଁର ଶୁଷ୍କତା ଦୂର ହୁଏ।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories