www.samajalive.in
Monday, December 15, 2025
16.1 C
Bhubaneswar

ବେଗୁନାଖମଣରେ ଘର ଭାଙ୍ଗିଲା ହାତୀ

ପାଟଣା : ପାଟଣା ବନାଞ୍ଚଳ ପାଟଣା ବନକ୍ଷେତ୍ର ଅଞ୍ଚଳରେ ହାତୀ ଉପଦ୍ରବ ଥମିବାର ନା ଧରୁନଥିବା ବେଳେ ସୋମବାର ବିଳମ୍ବିତ ରାତିରେ ଏରେଣ୍ଡେଇ ପଞ୍ଚାୟତ ବେଗୁନାଖମଣ ଗ୍ରାମରେ ପ୍ରବେଶ କରିଥିବା ହାତୀପଲ ମଧ୍ୟରେ ଗୋଟିଏ ହାତୀ ସନ୍ତୋଷ ପାତ୍ରଙ୍କ ଘର କାନ୍ଥ ଭାଙ୍ଗି ଦେଇଛି। ଘର ଭିତରେ ଥିବା ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଆଜି ଏହି ହାତୀପଲ ଏରେଣ୍ଡେଇ ଦେଇ ମଙ୍ଗଳପୁର ନିକଟରେ ସନ୍ଧ୍ୟାରେ ପହଞ୍ଚି ଥିବାବେଳେ ପାଟଣା ବନାଞ୍ଚଳ ଅଧିକାରୀ ବନବିହାରି ସର୍ଦ୍ଦାର ବନପାଳ ପିଅନ ନାଏକ ଓ ପାରା କର୍ମଚାରୀ ମାନେ ଏହି ହାତୀପଲଙ୍କ ଉପରେ ନଜର ରଖିଛନ୍ତି।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories