www.samajalive.in
Tuesday, December 9, 2025
23.1 C
Bhubaneswar

ଦିନରାତି ଜଳୁଛି ଷ୍ଟ୍ରିଟ୍ ଲାଇଟ୍; ବିଦ୍ୟୁତ ବିଭାଗର ନିଘାନାହିଁ 

ହରଭଙ୍ଗା: ବିଦ୍ୟୁତ ଅପଚୟ ରୋକିବା ପାଇଁ ବିଭାଗ ପକ୍ଷରୁ ବିଦ୍ୟୁତ ଚୋରି ରୋକିବାଠାରୁ ମିଟର ଟ୍ୟାମ୍ପରିଂ ଦିଗରେ ନୂଆ ନୂଆ ପଦକ୍ଷେପ ଗ୍ରହଣ କରାଯାଉଛି । ଏହାସତ୍ତ୍ବେ ହରଭଙ୍ଗା ବ୍ଲକ ଧଳପୁର ପଂଚାୟତ ଅନ୍ତର୍ଗତ ସମ୍ବରକଟା ଗ୍ରାମରେ ଲଗାତାର ୩ବର୍ଷ ହେଲା ଦିନରାତି ଷ୍ଟ୍ରିଟ୍ ଲାଇଟ ଜଳିବା ଭଳି ଅଯଥାରେ ବିଦ୍ୟୁତ ଅପଚୟ ଘଟଣା ସାମ୍ନାକୁ ଆସିଛି । ଏ ସମ୍ପର୍କରେ ପଂଚାୟତଠାରୁ ଆରମ୍ଭ କରି ବିଦ୍ୟୁତ ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳୁନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ତୁରନ୍ତ ଏ ଦିଗରେ ସ୍ଥାୟୀ ପଦକ୍ଷେପ ଗ୍ରହଣ କରିବାକୁ ଗ୍ରାମର ସଚେତନ ନାଗରିକ ପ୍ରମିଳ କୁମାର ଦନ୍ତା ଦାବୀ କରିଛନ୍ତି ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories