www.samajalive.in
Saturday, December 13, 2025
26.1 C
Bhubaneswar

କାଇ ଚଟଣୀ ସମେତ ରାଜ୍ୟର ୮ ଉତ୍ପାଦକୁ ମିଳିଲା ଭୌଗଳିକ ସଂକେତ ଟ୍ୟାଗ

ଡେସ୍କ: ରାଜ୍ୟର ୮ଟି ଉତ୍ପାଦକୁ ଭୌଗଳିକ ସଂକେତ ବା ଜିଆଇ ଟ୍ୟାଗ୍‌ ମିଳିଛି। ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗ ସାମାଜିକ ଗଣମାଧ୍ୟମ ଟ୍ୱିଟରରେ ଏହି ସୂଚନା ଦେଇଛି। ଏଥିରେ ଖଜୁରୀ ଗୁଡ଼, ମଗଜି , କାଇ ଚଟଣୀ, କଣ୍ଟେଇମୁଣ୍ଡି ବାଇଗଣ, ଏମ୍ବ୍ରୋଡରୀ ସାଲ୍‌, ରସାବଳି, କଳାଜିରା ଧାନ ଓ ସଉରା ଚିତ୍ରକଳାକୁ ଜିଆଇ ଟ୍ୟାଗ ମାନ୍ୟତା ମିଳିଥିବା ଜଣାପଡିଛି।


ସୂଚନା ଅନୁଯାୟୀ, ଢେଙ୍କାନାଳର ମଗଜି , ମୟୂରଭଂଜର କାଇ ଚଟଣୀ, ନୟାଗଡ଼ର କଣ୍ଟେଇମୁଣ୍ଡି ବାଇଗଣ, ଡଙ୍ଗରିଆ କନ୍ଧ ଏମ୍ବ୍ରୋଡରୀ ସାଲ୍‌, କେନ୍ଦ୍ରାପଡ଼ାର ରସାବଳୀ, କୋରାପୁଟର କଳାଜିରା ଧାନ ଓ ଲାଞ୍ଜିଆ ସଉରା ଚିତ୍ରକଳାକୁ ଭୌଗଳିକ ସଂକେତ ଟ୍ୟାଗ୍‌ ମାନ୍ୟତା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories