www.samajalive.in
Sunday, December 7, 2025
16.1 C
Bhubaneswar

ସୋମାଲିଆ ଉପକୂଳରୁ ଜାହାଜ ଅପହରଣ; ଅଛନ୍ତି ୧୫ ଭାରତୀୟ କ୍ରୁ ସଦସ୍ୟ

ନୂଆଦିଲ୍ଲୀ: ସୋମାଲିଆ ଉପକୂଳରୁ ଏକ ଜାହାଜକୁ ଅପହରଣ କରାଯାଇଛି। ଅପହରଣ ହୋଇଥିବା ଜାହାଜର କ୍ରୁ ସଦସ୍ୟମାନଙ୍କ ମଧ୍ୟରେ ୧୫ ଜଣ ଭାରତୀୟ ନାଗରିକ ଅଛନ୍ତି। ଭାରତୀୟ ନୌସେନା ସ୍ଥିତି ଉପରେ ନଜର ରଖିଛି।

ସୂଚନା ଅନୁସାରେ, ଅପହରଣ କରାଯାଇଥିବା ଜାହାଜର ନାମ ଏମଭି ଲୀଲା ନର୍‌ଫୋଲ୍କ ଏବଂ ଏଥିରେ ଲାଇବେରିଆ ପତାକା ଲାଗିଛି। ଅପହୃତ ଜାହାଜ ଉପରେ ନଜର ରଖିବା ପାଇଁ ନୌସେନା ତା’ର ବିମାନ ନିୟୋଜିତ କରିଛି। ଜାହାଜର କର୍ମଚାରୀମାନଙ୍କ ସହିତ ଯୋଗାଯୋଗ ମଧ୍ୟ ସ୍ଥାପିତ ହୋଇଛି। ଏଥିସହ ନୌସେନା ନିଜ ଯୁଦ୍ଧ ଜାହାଜ ଆଇଏନଏସ ଚେନ୍ନଇକୁ ଅପହରଣ ହୋଇଥିବା ଜାହାଜ ଆଡ଼କୁ ପଠାଇଛି। ତେବେ ଏହି ଜାହାଜକୁ ଜଳଦସ୍ୟୁ ନା ଅନ୍ୟ କେଉଁ ସଂଗଠନ ଅପହରଣ କରିଛି ବର୍ତ୍ତମାନସୁଦ୍ଧା ତାହା ସ୍ପଷ୍ଟ ହୋଇନାହିଁ।

- Advertisement -

 

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories