www.samajalive.in
Monday, December 15, 2025
24.1 C
Bhubaneswar

ଡାକ୍ତରଖାନାରେ ପଦ୍ମଶ୍ରୀ କମଳା ପୂଜାରୀ

କଟକ: ପୁଣି ଅସୁସ୍ଥ ହେଲେ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀ। କିଛି ଦିନ ପୂର୍ବରୁ ସେ ଜ୍ୱର ଓ କାଶରେ ପୀଡ଼ିତ ଥିଲେ। ହେଲେ ପୁଣି ଥରେ ତାଙ୍କର କିଡ୍‌ନୀଜନିତ ସମସ୍ୟା ଦେଖାଦେଇଛି। ଯାହାଫଳରେ ତାଙ୍କୁ ପ୍ରଥମେ ଜୟପୁରସ୍ଥିତ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବଂ ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ତାଙ୍କୁ ନ୍ୟୁ ମେଡିସିନ୍‌‌ ୱାର୍ଡରେ ରଖାଯାଇଛି। ମେଡିସିନ୍‌‌ ଏବଂ ପଲ୍ୟୁମନାରୀ ବିଭାଗର ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌‌ ତାଙ୍କ ଚିକିତ୍ସା ଜାରି ରଖିଛନ୍ତିି। ୨୦୨୨ ଅଗଷ୍ଟ ୨୫ ତାରିଖରେ ମଧ୍ୟ କିଡ୍‌ନୀଜନିତ ସମସ୍ୟା କାରଣରୁ ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଥିଲା। ପରେ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିବାରୁ ତାଙ୍କୁ ଡିସଚାର୍ଜ କରାଯାଇଥିଲା।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories