www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପଟ୍ଟାମୁଣ୍ଡାଇ : ଶୁକ୍ରବାର ଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ..

ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ବନ୍ଦ ରହିବ ଭିତରକନିକା..

- Advertisement -

୧୩ ତାରିଖ ଯାଏଁ ବନ୍ଦ ରହିବ ଭିତରକନିକା..

ବିଜେପି ପକ୍ଷରୁ ୮ ଘଣ୍ଟିଆ ନୂଆପଡା ବନ୍ଦ..

ହାଇଟେକ ହସ୍ପିଟାଲରେ ବିସ୍ଫୋରଣ ଘଟଣା ; ଦିଲ୍ଲୀପ ଜୀବିତ ନା ମୃତ!

ସ୍ୱାମୀଙ୍କ ମୃତ୍ୟୁ ଖବର ପରେ ଆତ୍ମହତ୍ୟା କରିଛନ୍ତି ପତ୍ନୀ..

ମଣିପୁର ହିଂସା ତଦନ୍ତ – ବଢ଼ିଲା ସତ୍ୟପାଠ ଦାଖଲ ସମୟ..

ମା ଗୃହ ୱାଡେନ୍ ଲକ୍ଷ୍ମୀ ମାଝି ମୃତ୍ୟୁ ଘଟଣା ;୧୨ ଘଣ୍ଟିଆ ରାୟଗଡା ବନ୍ଦ.

ବୌଦ୍ଧ : ତଲାସି ଅଭିଯାନ ସମୟରେ ଆଇଇଡି ବିସ୍ଫୋରଣରେ ୩ ଯବାନ ଗୁରୁତର..

ବୌଦ୍ଧ ଏସପିଙ୍କ ସୂଚନା..
ପୁଣି ଅମ୍ବାନୀଙ୍କୁ ପଛରେ ପକାଇଲେ ଆଦାନୀ, ସାଜିଲେ ଏସିଆର ସବୁଠୁ ଧନୀ..

ସୋମାଲିଆ ଉପକୂଳରୁ ଜାହାଜ ଅପହରଣ, ଅଛନ୍ତି ୧୫ ଭାରତୀୟ କ୍ରୁ ସଦସ୍ୟ..

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ..

ଜାନୁଆରୀ ୧୧ ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସରିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି..

ପୁଣି ଅସୁସ୍ଥ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀ, କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି..

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories