www.samajalive.in
Sunday, December 7, 2025
26.1 C
Bhubaneswar

ସିଡିଏରେ ଅତ୍ୟାଧୁନିକ ସ୍ୱିୱେଜ୍ ଟ୍ରିଟମେଣ୍ଟ ପ୍ଳାଣ୍ଟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କଟକ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସିଡିଏ ଠାରେ ଅତ୍ୟାଧୁନିକ ସ୍ୱିୱେଜ୍ ଟ୍ରିଟମେଣ୍ଟ ପ୍ଳାଣ୍ଟ ଉଦଘାଟନ କରିଛନ୍ତି । ଏହି ପ୍ଳାଣ୍ଟ କଟକ ସିଡିଏଠାରେ ଦୈନିକ ୩ କୋଟି ୬୦ଲକ୍ଷ ଲିଟର ବର୍ଜ୍ୟ ବିଶୋଧନ କରିବ । ଏଥିପାଇଁ ୧୧୦କୋଟି ଟଙ୍କାର ବ୍ୟୟ କରାଯାଇଛି । ଏହି ଯୋଜନାରେ ସହରରେ ୨୭୫ କିମିରୁ ଅଧିକ ଦୈର୍ଘ୍ୟର ସିୱେଜ୍ ପାଇପ୍ଲାଇନ୍ ନିର୍ମାଣ ସମ୍ପୂର୍ଣ୍ଣ କରାଯିବ । ସେହିପରି କଟକ ପୋଲିସ କଲୋନିରେ ଘଂଟା ପ୍ରତି ୭୨ଲକ୍ଷ ଲିଟର ନିଷ୍କାସନ କ୍ଷମତା ବିଶିଷ୍ଟ ଡ୍ରେନେଜ୍ ପମ୍ପିଙ୍ଗ୍ ଷ୍ଟେସନରେ ନିର୍ମାଣ କାର୍ଯ୍ୟ ମଧ୍ୟ ସମ୍ପୂର୍ଣ୍ଣ କରାଯାଇଥିବା  ପ୍ରକଳ୍ପକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି ।  ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ନରାଜରେ ଉର୍ଦ୍ଦୁ ବିଶ୍ବବିଦ୍ୟାଳୟର ଶିଳାନ୍ୟାସ କରିଛନ୍ତି ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories