www.samajalive.in
Sunday, December 14, 2025
15.1 C
Bhubaneswar

ଏକ୍ସପ୍ରେସ୍‌‌ ଟ୍ରେନ୍‌‌ରେ ଭୟଙ୍କର ଅଗ୍ନିକାଣ୍ଡ ; ୪ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ : ବାଂଲାଦେଶରେ ଏକ ଏକ୍ସପ୍ରେସ୍‌‌ ଟ୍ରେନ୍‌‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ନେଇ ଶନିବାର ଖବର ମିଳିଛି। ଟ୍ରେନ୍‌‌ରେ ନିଆଁ ଲାଗି ୪ ଜଣ ଜୀବନ୍ତ ଜଳି ଯାଇଥିବା ସହ ଏକାଧିକ ଗୁରୁତର ହୋଇଛନ୍ତି। ଗୋପିବାଗ୍‌‌ ନିକଟରେ ଏକ୍ସପ୍ରେସ ଟ୍ରେନରେ ଅଚାନକ ନିଆଁ ଲାଗିଥିଲା। ଏହାସହ ୫ଟି ବଗି ସମ୍ପୂର୍ଣ୍ଣ ଜଳିଯାଇଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କେହି ଦୁର୍ବୃତ୍ତ ଜାଣି ଶୁଣି ନିଆଁ ଲଗାଇଥିବା ନେଇ ପୁଲିସ ପକ୍ଷରୁ ସୂଚନା ମିଳିଛି।

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories