www.samajalive.in
Monday, December 8, 2025
27.1 C
Bhubaneswar

ପୁଣି ଜି.ଉଦୟଗିରିରେ ପାରଦ ତଳମୁହାଁ

ଜି.ଉଦୟଗିରି : କିଛିଦିନ ବ୍ୟବଧାନ ପରେ ପୁଣି ଜି.ଉଦୟଗିରିରେ ପାରଦ ତଳମୁହାଁ ହେବାରୁ ଶୀତ ଲେଉଟିଥିବା ଅନୁଭବ କରାଯାଉଛି। ଗୁରୁବାର ସର୍ବନିମ୍ନ ତାପମାତ୍ରା ୯.୪ ଡିଗ୍ରୀ ସେଲସିୟସ୍ ଥିବାବେଳେ ଶୁକ୍ରବାର ତାହା ୭ ଡିଗ୍ରୀ ସେଲସିୟସ୍‌କୁ ଖସି ଆସିଥିବା ନେଇ ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ରରେ ଥିବା ପାଣିପାଗ ବିଭାଗ ଅଧିକାରଙ୍କ ଠାରୁ ଜାଣିବାକୁ ମିଳିଛି। ହେଲେ ପୁଣି ଥରେ ଶୀତ ଫେରିବା ସହ ଘନ କୁହୁଡି ସକାଳ ୯ଟା ପର୍ଯ୍ୟନ୍ତ ରହୁଥିବା ଯୋଗୁଁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେଉଥିବା ବେଳେ ସକାଳୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories