www.samajalive.in
Monday, December 15, 2025
17.1 C
Bhubaneswar

ପରିକ୍ରମା ପ୍ରକଳ୍ପ ପାଇଁ ଚାଉଳ, ଗୁଆ ସଂଗ୍ରହ କରୁଛି ଶ୍ରୀଜଗନ୍ନାଥ ରଥ

ପୁରୀ: ଜାନୁଆରୀ ୧୭ତାରିଖରେ ରହିଛି ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ । ଏଥିପାଇଁ ପୁରୀ ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି । ଜାନୁଆରୀ ୧୨ ତାରିଖରୁ ଯଜ୍ଞ କାର୍ଯ୍ୟ ଆରମ୍ଭ ହେବ । ଏଥିଲାଗି ରାଜ୍ୟବ୍ୟାପି ଶ୍ରୀଜଗନ୍ନାଥ ରଥ ପରିକ୍ରମା କରୁଛି। ଏହି ରଥ ରାଜ୍ୟର ସମସ୍ତ ପଞ୍ଚାୟତ, ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ପ୍ରତି ଗାଁକୁ ଗାଁ ପରିକ୍ରମା କରି  ଗୁଆ ,  ଚାଉଳ ଏବଂ ନଡିଆ ସଂଗ୍ରହ କରୁଛି। ପିଇଓ ଏବଂ ଜିଆରଏସ୍ ମାନେ ମୁଖ୍ୟତଃ ଏହାର ଦାୟିତ୍ବରେ ରହିଛନ୍ତି।

ଆଜି ପୁରୀ ସଦର ବ୍ଲକ ୨୫ ନମ୍ବର ଜୋନ ଅନ୍ତର୍ଗତ ତଳଜଂଘ ଓ ମାଳତୀପାଟପୁର, ୨୬ ନମ୍ବର ଜୋନ ଅନ୍ତର୍ଗତ ଗୋପୀନାଥପୁର ଓ କାଶୀ ହରିପୁର ଏବଂ ୨୭ ନମ୍ବର ଜୋନ ଅନ୍ତର୍ଗତ ବାଲିପୁଟ ଓ ରାଏଗୋରଡା ପଞ୍ଚାୟତରେ ଏହି ରଥ ପରିକ୍ରମା କରୁଛି। କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମର୍ପଣ ଉଦ୍ଦେଶ୍ୟରେ ଏଭଳି ଅଭିନବ ଉପାୟ ଅବଲମ୍ବନ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories