www.samajalive.in
Sunday, December 14, 2025
26.1 C
Bhubaneswar

ବିଏସ୍‌କେୱାଇ ନବୀନ କାର୍ଡ ନିମନ୍ତେ ପଞ୍ଜିକରଣ ଆରମ୍ଭ

ଡେସ୍କ: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ନିମନ୍ତେ ଆଜିଠାରୁ ପଞ୍ଜିକରଣ ଆରମ୍ଭ ହୋଇଛି। ଏହା ଚଳିତ ମାସ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସେବାରୁ ବଞ୍ଚିତ ଲୋକମାନେ ଏଥିରେ ସାମିଲ ହୋଇପାରିବେ। ଏଥିଲାଗି ଅନଲାଇନରେ http://bskynabin.odisha.gov.in କିମ୍ବା ‘ମୋ ସେବା କେନ୍ଦ୍ର’ରେ ପଞ୍ଜୀକରଣ କରାଯାଇ ପାରିବ।

https://samajalive.in/ayodhya-ram-lalla-idol-to-be-carved-out-of-karnataka-black-stone/524016.html

- Advertisement -

ସମସ୍ତଙ୍କ ପାଇଁ ସର୍ବୋତ୍ତମ ସ୍ବାସ୍ଥ୍ୟ ସେବା’ ମନ୍ତ୍ର ନେଇ କାମ କରୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କୁ ଚିକିତ୍ସା ବୋଝରୁ ଉଦ୍ଧାର କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସମ୍ପ୍ରସାରଣ କରିଛନ୍ତି। ପରବର୍ତ୍ତୀ ସମୟରେ ପର୍ଯ୍ୟାୟ କ୍ରମେ ସହରାଞ୍ଚଳ ବାସିନ୍ଦା ଓ ସରକାରୀ କର୍ମଚାରୀଙ୍କୁ ଏଥିରେ ସାମିଲ କରାଯିବ ବୋଲି ‘୫-ଟି’ ଓ ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ କହିଛନ୍ତି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories