www.samajalive.in
Tuesday, December 9, 2025
16.1 C
Bhubaneswar

ବଡ ଠାକୁରଙ୍କ ସାନିଧ୍ୟ ଲାଭ କଲେ ପ୍ରଖ୍ୟାତ ସଂଗୀତ ନିର୍ଦ୍ଦେଶକ ପଦ୍ମଶ୍ରୀ ଶଙ୍କର ମହାଦେବନ୍

ପୁରୀ: ପୁରୀରେ ବଲିଉଡର ପ୍ରଖ୍ୟାତ ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ପଦ୍ମଶ୍ରୀ ଶଙ୍କର ମହାଦେବନ୍ । ଆଜି ସକାଳୁ ସକାଳୁ  ଶଙ୍କର ମହାଦେବନ୍ ଏବଂ ତାଙ୍କ ପତ୍ନୀ ପୁରୀରେ ପହଞ୍ଚି ମହାପ୍ରଭୂଙ୍କୁ ଦର୍ଶନ କରି ସାନିଧ୍ୟ ଲାଭ କରିଛନ୍ତି। ସିଂହଦ୍ବାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରି ବଡ ଠାକୁରଙ୍କୁ ଦର୍ଶନ କରିବା ସହ ମା ବିମଳା , ମା ଲକ୍ଷ୍ମୀ ଏବଂ ପାର୍ଶ୍ବ ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି।

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରି  ଶଙ୍କର କହିଛନ୍ତି ଚାରିଧାମ ମଧ୍ୟରୁ ଶ୍ରେଷ୍ଠ ଧାମ ଶ୍ରୀଜଗନ୍ନାଥଙ୍କ ଧାମ ଶ୍ରୀକ୍ଷେତ୍ର ଏବେ ନୂଆ ରୂପ ନେବାରେ ଲାଗିଛି । ମହାପ୍ରଭୁଙ୍କ ଦର୍ଶନ ସାଙ୍ଗକୁ ଶ୍ରୀକ୍ଷେତ୍ର ଆସୁଥିବା ଭକ୍ତମାନେ ଏକ ନୂଆ ଅନୁଭୂତି ନେଇ ଫେରୁଛନ୍ତି। ମୋର ସୌଭାଗ୍ୟ ମୁଁ ମହାପ୍ରଭୁଙ୍କ ଏହି ପରିକ୍ରମା ପ୍ରକଳ୍ପ ଦେଖିବାର ସୁଯୋଗ ପାଇଲି ।ମହାପ୍ରଭୁଙ୍କର ଜଣେ ଭକ୍ତ ହିସାବରେ ଏହି ପ୍ରକଳ୍ପ କାର୍ଯ୍ୟକୁ ମୁଁ ମଧ୍ୟ ସ୍ୱାଗତ କରୁଛି । ଏବଂ ମହାପ୍ରଭୁଙ୍କ ନିକଟରେ ଦେଶବାସୀଙ୍କ ସୁଖ, ସମୃଦ୍ଧି ଓ ଉନ୍ନତି ନେଇ ପ୍ରାର୍ଥନା କରୁଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories