www.samajalive.in
Monday, December 15, 2025
15.1 C
Bhubaneswar

ଘାଟିରେ ଓଲଟିଲା ପିକଅପ ଭ୍ୟାନ, ୨୧ ଛାତ୍ର ଆହତ

ମୋହନା: ମୋହନାର ଚମ୍ପା ଘାଟିରେ ଭାରସାମ୍ୟ ହରାଇ ଏକ ପିକଅପ ଭ୍ୟାନ ଓଲଟି ପଡ଼ିଛି ଏବଂ ଏଥିରେ ଥିବା ୨୧ ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି। ଛେଳିଗଡ଼ ହାଇସ୍କୁଲର ଛାତ୍ରମାନେ କ୍ରୀଡ଼ା ଉତ୍ସବରେ ଯୋଗଦେଇ ଫେରିଲାବେଳେ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଛେଳିଗଡ଼ ହାଇସ୍କୁଲର ଛାତ୍ରଙ୍କୁ ନେଇ ଫେରିଲାବେଳେ ପିକଅପ ଭ୍ୟାନଟି ଓଲଟି ପଡ଼ିଥିଲା। ଫଳରେ ପିକଅପ ଭ୍ୟାନରେ ଥିବା ସମସ୍ତ ୨୧ଜଣ ଛାତ୍ର ଆହତ ହୋଇଥିଲେ। ଛାତ୍ରମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇଥିଲା। ଦୁର୍ଘଟଣା​‌େ​‌ାର ଆହତ ହୋଇଥିବା ୧୪ଜଣ ଛାତ୍ରଙ୍କୁ ଉଦୟଗିରି ଓ ୬ଜଣ ଛାତ୍ର ଚନ୍ଦ୍ରଗିରି ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories