www.samajalive.in
Sunday, December 7, 2025
26.1 C
Bhubaneswar

ଇଣ୍ଡୋନେସିଆରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୬.୭ ରେକର୍ଡ

ନୂଆଦିଲ୍ଲୀ : ମଙ୍ଗଳବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୬.୭ ରେକର୍ଡ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ତଲୌଦ ଦ୍ବୀପ ବୋଲି କୁହାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତାହତ କିମ୍ବା କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। କିନ୍ତୁ ଭୂକମ୍ପ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଲୋକ ଆତଙ୍କିତ ଅବସ୍ଥାରେ ରହିଛନ୍ତି।

ସେପଟେ ନୂଆବର୍ଷ ଆରମ୍ଭରୁ ଜାପାନରେ ମଧ୍ୟ ଏକ ବଡଧରଣର ଭୂକମ୍ପ ଅନୁଭୂତ ହୋଇଥିଲା। ଯାହାର ତୀବ୍ରତା ୬.୦ରୁ ଅଧିକ ରହିଥିଲା। ଏଥିରେ ଅନେକ ଲୋକଙ୍କର ମୃତ୍ୟୁ ଘଟିଥିବାର ଖବର ସାମ୍ନାକୁ ଆସିଥିଲା। ଏହାପରେ ମିଆଁମାର ଏବଂ ଆଫଗାନିସ୍ତାନରେ ବି ଭୂକମ୍ପର ଝଟକା ଲୋକ ଅନୁଭବ କରିଥିଲେ ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories