www.samajalive.in
Monday, December 8, 2025
27.1 C
Bhubaneswar

ବିଷ ବଳୟରେ ଓଡିଶା: ପ୍ରଦୂଷଣ ମାତ୍ରାରେ ଦିଲ୍ଲୀକୁ ଟପିଲା ଅନୁଗୁଳ ସହର

ଭୁବନେଶ୍ବର: ରାଜ୍ୟରେ ଭୟଙ୍କର ହେଲାଣି ବାୟୁ ପ୍ରଦୂଷଣ । ଅନୁଗୁଳରେ ବାୟୁ ମାନ ସୂଚକାଙ୍କ ୩୫୨ ଛୁଇଁଲା । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସୂଚନା ଅନୁସାରେ ଦେଶର ୧୬ଟି ପ୍ରଦୂଷିତ ସହର ତାଲିକାରେ ଓଡିଶାର ୬ଟି ସହର ରହିଛି । ପ୍ରଦୂଷଣର ମାତ୍ରା ଏତେ ସାଂଘାତିକ ରହିଛି ଯେ , ଅନୁଗୁଳ ସହର ଦିଲ୍ଲୀକୁ ବି ଟପିଯାଇଛି ।

ବର୍ତ୍ତମାନ ଦିଲ୍ଲୀରେ ବାୟୁପ୍ରଦୂଷଣର ମାତ୍ରା ୩୪୫ ରହିଥିବାବେଳେ, ଅନୁଗୁଳରେ ୩୫୨ ରହିଛି । ସେହିପରି କଟକରେ  ୩୪୦ , ବାଲେଶ୍ୱରରେ ୩୩୪, ଭୁବନେଶ୍ୱରରେ ୩୩୪, କେନ୍ଦୁଝରରେ ୩୨୬, ତାଳଚେରରେ ୩୦୪ ରହିଛି । ରାଇରଙ୍ଗପୁରରେ ପ୍ରଦୂଷଣର ମାତ୍ରା ୩୦୦ ଏବଂ ବଡ଼ବିଲରେ ୨୯୨ ରହିଛି। ଯାହା ସାଂଘାତିକ ସ୍ଥିତି ବୋଲି କୁହାଯାଉଛି ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories