www.samajalive.in
Sunday, December 7, 2025
18.1 C
Bhubaneswar

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ବେଳେ ଉଠାଇ ନେଲା ପୋଲିସ

ଭୁବନେଶ୍ୱର : ହାଇଟେକ ହସ୍ପିଟାଲରେ ବିସ୍ଫୋରଣ ଘଟଣା । ହସ୍ପିଟାଲର ଲାଇସେନ୍ସ ରଦ୍ଧ ଏବଂ ମାଲିକ ତିରୁପତି ପାଣିଗ୍ରାହୀଙ୍କୁ ଗିରଫ କରିବାକୁ ଦାବି କରିଛି ଅଲ୍‌‌ ଓଡ଼ିଶା ଷ୍ଟୁଡେଣ୍ଟ ଭଏସ୍‌‌ ଛାତ୍ର ସଂଗଠନ। ଏନେଇ ମଙ୍ଗଳବାର ସ୍ୱାସ୍ଥ୍ୟମନ୍ତ୍ରୀ ନୀରଞ୍ଜନ ପୂଜାରୀଙ୍କ ବାସଭବନକୁ ଘେରାଉ କରିବା ସହିତ ଟମାଟୋ ମାଡ କରିଥିବା ସୂଚନା ମିଳିଛି। ଏହି ଘଟଣାରେ ମେଡିକାଲର ମାଲିକ ତିରୁପତି ପାଣିଗ୍ରାହୀ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି। ହସ୍ପିଟାଲରେ ଘଟିଥିବା ଅଭାବନୀୟ ଘଟଣା ବିରୋଧରେ ଅସନ୍ତୋଷ ତେଜିବାରେ ଲାଗିଛି। ଏନେଇ ଅଲ୍‌‌ ଓଡ଼ିଶା ଷ୍ଟୁଡେଣ୍ଟ ଭଏସ୍‌‌ ଛାତ୍ର ସଂଗଠନ ମଙ୍ଗଳବାର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବାସଭବନ ଘେରାଉ କରିବା ବେଳେ ଅଟକାଇଥିଲା ପୋଲିସ। ମାଲିକଙ୍କୁ ତୁରନ୍ତ ଗିରଫ ଓ ପରିବାରକୁ ୧ କୋଟି ଦେବାକୁ ଦାବି କରିଛନ୍ତି ଛାତ୍ର ସଂଗଠନ। । ଯଦି ଦାବି ପୂରଣ ନହୁଏ ଆଗକୁ ନବୀନ ନିବାସ ଘେରାଉ କରିବାକୁ ଚେତାବନୀ ଦେଇଛି ସଂଘ। ବିରୋଧ ବେଳେ ପୋଲିସ ସହ ଧସ୍ତା ଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories