www.samajalive.in
Saturday, December 13, 2025
21.1 C
Bhubaneswar

ବିଜେପି ଯୁବନେତା ହିମାଂଶୁଙ୍କ ଜନ ସମ୍ପର୍କ ପଦଯାତ୍ରା

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳାର ଯୁବ ବିଜେପି ନେତା ହିମାଂଶୁ ଶେଖର ସାହୁଙ୍କ ନେତୃତ୍ୱରେ ଧର୍ମଶାଳା ନିର୍ବାଚନ ମଣ୍ଡଳୀର ୧୫ନଂ ଜୋନ ମଙ୍ଗଳପୁର ଦେଓଦା ଓ ଉତ୍ତରପ୍ରତାପ ଗ୍ରାମପଞ୍ଚାୟତରେ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶତାଧିକ କର୍ମୀମାନଙ୍କୁ ନେଇ ଜନ ସମ୍ପର୍କ ପଦଯାତ୍ରା ଅଭିଯାନ ମାଧ୍ୟମରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସେବା, ସୁଶାସନ ଓ ଗରିବ କଲ୍ୟାଣର ବିଭିନ୍ନ କଲ୍ୟାଣକାରୀ ଯୋଜନା ବିଷୟରେ ଘର ଘର ବୁଲି ଲୋକଙ୍କ ସହିତ ଆଲୋଚନା କରିବା ସହିତ ପଞ୍ଚାୟତବାସୀଙ୍କ ବିଭିନ୍ନ ସମସ୍ୟା ବିଷୟରେ ପଚାରି ବୁଝିଥିଲେ। ଆଗାମୀ ଦିନରେ ଲଢେଇ ଆହୁରି ତୀବ୍ର ହେବା ସହିତ ଧର୍ମଶାଳାବାସୀଙ୍କ ହକ୍ ପାଇଁ ଶାସକ ଦଳର ଦୁର୍ନୀତି ଅତ୍ୟାଚାର ବିରୁଦ୍ଧରେ ଲଢେଇ ଜାରି ରହିବ ବୋଲି ହିମାଂଶୁ କହିଛନ୍ତି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories