www.samajalive.in
Tuesday, December 9, 2025
17.1 C
Bhubaneswar

ଖୁବ୍‌ଶୀଘ୍ର ବଢିବ ଅଙ୍ଗନବାଡ଼ି ଓ ଆଶାକର୍ମୀଙ୍କ ଦରମା

ଭୁବନେଶ୍ବର: ଖୁବ୍‌ଶୀଘ୍ର ଅଙ୍ଗନବାଡ଼ି ଓ ଆଶାକର୍ମୀମାନଙ୍କର ଦରମା ବଢ଼ିବ। ରାଜ୍ୟ ସରକାର ଏ ଦିଗରେ କାମ କରୁଛନ୍ତି। ଏନେଇ ଘୋଷଣା କରିଛନ୍ତି ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍। ମଙ୍ଗଳବାର ନବରଙ୍ଗପୁର ଜିଲ୍ଲା ରାଇଘରରେ ଆ‌ୟୋଜିତ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ ଏହି ଘୋଷଣା କରିଛନ୍ତି।

ରାଇଘର ମିନି ଷ୍ଟାଡିୟମରେ ଆ‌ୟୋଜିତ କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ ପାଣ୍ଡିଆନ୍‌ କହିଛନ୍ତି, ଆଗକୁ ଆଶାଦିଦି ଓ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବଢ଼ିବ। ଏଥିସହ ମିଶନ ଶକ୍ତିର ଏମବିକେ, ଏଏନଏମଙ୍କ ଦରମା ମଧ୍ୟ ଖୁବଶୀଘ୍ର ରାଜ୍ୟ ସରକାର ବଢାଇବେ ବୋଲି ସେ କହିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories