www.samajalive.in
Thursday, December 11, 2025
18.1 C
Bhubaneswar

ଆଉ ନାହାନ୍ତି ସଙ୍ଗୀତ ସମ୍ରାଟ ଉସ୍ତାଦ ରାସିଦ୍ ଖାନ

ମୁମ୍ବଇ: ଶାସ୍ତ୍ରୀୟ ଗାୟକ ସଙ୍ଗୀତ ସମ୍ରାଟ ଉସ୍ତାଦ ରାସିଦ୍ ଖାନଙ୍କ ପରଲୋକ ଘଟିଛି। ମଙ୍ଗଳବାର କଲକତାର ଏକ ହସ୍ପିଟାଲରେ ୫୫ବର୍ଷ ବୟସରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି ସେ କର୍କଟ ରୋଗରେ ଆକ୍ରାନ୍ତ ଥିଲେ। ଡିସେମ୍ବରରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ଗତ କିଛି ଦିନ ହେବ ସେ ଆଇସିୟୁରେ ଭେଣ୍ଟିଲେଟରରେ ଥିଲେ।

 

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories