www.samajalive.in
Monday, December 15, 2025
16.1 C
Bhubaneswar

ଘନ କୁହୁଡି ଯୋଗୁଁ ସକାଳୁ ନୀଳଚକ୍ର ଦର୍ଶନରୁ ବଞ୍ଚିତ ରହିଲେ ଭକ୍ତ

ପୁରୀ: ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ଶୀତ ବଢିବା ସାଙ୍ଗକୁ ଅନେକ ସ୍ଥାନରେ ଘନ କୁହୁଡି ବି ଦୃଶ୍ୟମାନ ହେଉଛି । ଯାହାକି ସାଧାରଣ ଜନଜୀବନକୁ ପୁରା ଅସ୍ତବ୍ୟସ୍ତ କରିପକାଇଛି। ବୁଧବାର ପୁରୀରେ ନୀଳ ଚକ୍ର ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଭକ୍ତ । ପ୍ରତ୍ୟେକ ଦିନ ସକାଳ ଭୋର ସମୟରୁ ଶ୍ରୀମନ୍ଦିର ଦ୍ବାରଫିଟା ନୀତି ସମ୍ପର୍ଣ୍ଣ ହେବା ପରେ ମହାପ୍ରଭୂଙ୍କର ଅନ୍ୟାନ୍ୟ ନୀତିକାନ୍ତି କରାଯାଇଥାଏ ।

ପ୍ରତ୍ୟେକ ଦିନ ମହାପ୍ରଭୂଙ୍କୁ ଦର୍ଶନ କରିବା ଲାଗି ଦେଶର କୋଣ ଅନୁକୋଣରୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । ହେଲେ ଘନ କୁହୁଡି ଯୋଗୁଁ ସକାଳୁ ଭକ୍ତମାନେ ଦୀର୍ଘ ସମୟ ଧରି ନୀଳଚକ୍ର ଦର୍ଶନରୁ ବଞ୍ଚିତ ରହିଥିଲେ। ଏପରିକି ବଡଦାଣ୍ଡରେ ଗାଡି ଚଳାଚଳରେ ମଧ୍ୟ ସମସ୍ୟା ଉପୁଜିଥିଲା । ବଡଦାଣ୍ଡରେ ଲାଇଟ୍ ଲଗାଇ ଲୋକେ ଗାଡି ଚଳାଚଳ କରୁଥିବା ଦେଖିବାକୁ ମିଳିଥିଲା ।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories