www.samajalive.in
Friday, December 5, 2025
17.1 C
Bhubaneswar

ଆଣ୍ଡାମାନରେ ୪.୧ ତୀବ୍ରତାର ଭୂକମ୍ପ ଝଟକା

ନୂଆଦିଲ୍ଲୀ: ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜିର ସୂଚନା ଅନୁଯାୟୀ ବୁଧବାର ସକାଳ ୭ଟା ୫୩ ମିନିଟରେ ଭୂକମ୍ପ ଅନୁଭୂତ ହୋଇଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ମୃତାହତ କିମ୍ବା କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ଭୂକମ୍ପର କେନ୍ଦ୍ରସ୍ଥଳର ଗଭୀରତା ୧୦ କିଲୋମିଟ ରହିଛି।  ଗତବର୍ଷ ନଭେମ୍ବର ମାସରେ ମଧ୍ୟ ଆଣ୍ଡାମାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିଲା। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ରହିଥିଲା।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories