www.samajalive.in
Saturday, December 13, 2025
26.1 C
Bhubaneswar

ବାଲି ଉଠାଣରେ ହାଇକୋର୍ଟଙ୍କ ରହିତାଦେଶ

କଟକ: ବାଲି ଉଠାଣ ଉପରେ ପୁଣି ହାଇକୋର୍ଟଙ୍କ ରୋକ। ଖଣି ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଉପରେ ବୁଧବାର ରୋକ ଲଗାଇଛନ୍ତି ହାଇକୋର୍ଟ। ଅତି ଆବଶ୍ୟକ ଦୃଷ୍ଟିରୁ ଖଣି ବିଭାଗ ଜାରି କରିଥିଲା ଆଦେଶ। ଗତ ୨୧ ତାରିଖରେ ଖଣି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କଟକ ବାଲିଘାଟରେ ହୋଇଥିବା ଅନିୟମିତତାକୁ ନେଇ କଟକ ଜିଲାପାଳ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଯାଞ୍ଚ କରିଥିଲେ। ଏହା ପରେ ଖଣି ବିଭାଗ ଜିଲାପାଳଙ୍କ ସହ ଯାଞ୍ଚ କରିଥିବା ସୂଚନା ମିଳିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories