www.samajalive.in
Sunday, December 7, 2025
26.1 C
Bhubaneswar

ବିଜେଡିର ବହୁ ନେତା କଂଗ୍ରେସ ସମ୍ପର୍କରେ ଅଛନ୍ତି-ସୁର

ଭୁବନେଶ୍ୱର: ୨୦୨୪ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟ ରାଜନୀତି ସେତିକି ସରଗରମ ହେଉଛି। ସମସ୍ତ ରାଜନୈତିକ ଦଳ ଆରୋପ ପ୍ରତ୍ୟାରୋପ ଲଗାଇଲେଣି। ଏହାରି ଭିତରେ ବୁଧବାର କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ କହିଛନ୍ତି ବଜେଡିର ବହୁ ନେତା ମନ୍ତ୍ରୀ କଂଗ୍ରେସ ଦଳ ସହ ଯୋଗାଯୋଗରେ ଅଛନ୍ତି। ବ୍ୟକ୍ତିଗତ ଭାବେ ତାଙ୍କ ସହ କିଛି ବିଜେଡି ନେତା କଥାବାର୍ତ୍ତା କରିଛନ୍ତି। ବିଜେଡି ଦଳରେ ପ୍ରବଳ ଗୋଷ୍ଠୀ କନ୍ଦଳ ରହିଛି। ଏହି ନେତା ମାନେ ବିଜେଡିରେ ଟିକେଟ୍‌‌ ନପାଇଲେ କଂଗ୍ରେସକୁ ଆସିବେ ବୋଲି ସୁର କହିଛନ୍ତି। ବ୍ୟକ୍ତଗତ ଭାବେ ୭ରୁ ୮ଜଣ ବିଧାୟକ ଯୋଗାଯୋଗ ରଖିଥିବା କହିଛନ୍ତି ସୁରେଶ ରାଉତରାୟ। ବଡ ବଡ ମନ୍ତ୍ରୀ ମାନଙ୍କୁ ଟିକେଟ ଦିଆଯିବ ନାହିଁ ବୋଲି ଶୁଣିବାକୁ ମିଳୁଛି। ବଳଭଦ୍ର ମାଝି ଭଳି ଲୋକ ବିଜେଡି ଦଳ ଆରମ୍ଭରୁ ଦଳରେ ରହିଥିଲେ। ହେଲେ ଏକଛତ୍ରବାଦ ଶାସନ ଚାଲିଥିବାରୁ ସେ ଦଳରେ ରହିପାରିଲେ ନାହିଁ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories