www.samajalive.in
Sunday, December 7, 2025
23.1 C
Bhubaneswar

ଡିସଚାର୍ଜ ହେଲା ବୋରୱେଲରୁ ଉଦ୍ଧାର ହୋଇଥିବା ଶିଶୁ ବିଜୟିନୀ

ସମ୍ବଲପୁର: ବୋରୱେଲରୁ ଉଦ୍ଧାର ହୋଇଥିବା ଶିଶୁ ବିଜୟିନୀ ଡିସଚାର୍ଜ ହୋଇଛି। ସମ୍ପୁର୍ଣ୍ଣ ସୁସ୍ଥ ହେବା ପରେ ଗୁରୁବାର ଭିମସାର ମେଡିକାଲରୁ ଡିସଚାର୍ଜ କରାଯାଇଛି। ବର୍ତ୍ତମାନ ବିଜୟିନୀକୁ ଶିଶୁ ଗୃହକୁ ନିଆଯିବା ନେଇ ସୂଚନା ରହିଛି। ଗତ ମାସେ ହେଲା ବିଜୟିନୀ ଭୀମସାରରେ ଚିକିତ୍ସାଧୀନ ରହିଥିଲା ।

ସୂଚନା ଅନୁସାରେ ଗତ ଡିସେମ୍ବର ମାସ ୧୨ ତାରିଖରେ ଲାରିପାଲି ନିକଟକରେ ଥିବା ଏକ ବୋରୱେଲରୁ ଶିଶୁ କନ୍ୟାଟିକୁ ଉଦ୍ଧାର କରାଯାଇଥିଲା। ଜନ୍ମ ହେବାର ପ୍ରାୟ କିଛି ଘଣ୍ଟା ପରେ କେହି ତାକୁ ବୋରୱେଲରେ ଫିଙ୍ଗି ଦେଇଥିଲା।  ଶିଶୁଟିର କାନ୍ଦ ଶିଶୁ କିଛି ସ୍ଥାନୀୟ ଲୋକ ଏବଂ ପୋଲିସ ସହାୟତାରେ ଦୀର୍ଘ ୬ ଘଣ୍ଟା ପରେ ବିଜୟିନୀକୁ ଉଦ୍ଧାର କରାଯାଇଥିଲା। ପରେ ଶିଶୁକନ୍ୟାଟିକୁ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories