www.samajalive.in
Thursday, December 11, 2025
18.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ..

ହାଇଟେକ୍‌‌ ମେଡିକାଲ ବିସ୍ଫୋରଣ ଘଟଣା: ରିପୋର୍ଟ ଦେବାକୁ ଶ୍ରମ କମିଶନରଙ୍କୁ ନିର୍ଦ୍ଦେଶ..

- Advertisement -

ଦିଲ୍ଲୀ ଏନସିଆର ସମେତ ଉତ୍ତର ଭାରତରେ ଭୂକମ୍ପ ଝଟ୍‌କା, ଆଫଗାନିସ୍ତାନରେ ଥିଲା କେନ୍ଦ୍ର..

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ନେଇ ନିଳାଦ୍ରୀ ଭକ୍ତ ନିବାସରେ ଚାଲିଥିବା ବୈଠକ ଶେଷ ..

ଆସନ୍ତା ୧୭ତାରିଖ ଦିନ ୧ଟା ୧୫ମିନିଟ୍‌‌ ରୁ ୧ଟା ୩୦ ମିନିଟ୍‌‌ ମଧ୍ୟରେ ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ବୈଠକ ପରେ ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା..

ଡିସଚାର୍ଜ ହେଲା ବୋରୱେଲରୁ ଉଦ୍ଧାର ହୋଇଥିବା ଶିଶୁ ବିଜୟିନୀ..

୩୧ରୁ ବଜେଟ ଅଧିବେଶନ: ଫେବୃଆରୀ ୧ରେ କାମଚଳା ବଜେଟ..

ଭାରତ ଯୋଡ ଯାତ୍ରା ସମୟରେ ଓଡିଶା ଆସିବେ ରାହୁଲ ଗାନ୍ଧୀ..

ଜାନୁଆରୀ ୧୪ ତାରିଖରୁ ଭାରତ ଯୋଡ ନ୍ୟାୟ ଯାତ୍ରା ଆରମ୍ଭ ହେବାକୁ ଯାଉଛି..

ରାଜଧାନୀ ଭୁବନେଶ୍ୱର ସହ ଅନେକ ସ୍ଥାନରେ ଦେଖାଯାଇଛି ଘନ କୁହୁଡିର ଆସ୍ତରଣ..

ମଣିପୁର ବିଷ୍ଣୁପୁର ଜିଲ୍ଲାରେ ପୁଣି ଗୁଳିକାଣ୍ଡ, ୪ ନିଖୋଜ..

ସୋର : ଗ୍ୟାସ କଟରରେ ଏଟିଏମ କାଟି ୩୨ଲକ୍ଷରୁ ଉର୍ଦ୍ଧ ଟଙ୍କା ଲୁଟିନେଲେ ଲୁଟେରା..

ବ୍ରହ୍ମପୁର : ସମିତି ସଭ୍ୟଙ୍କୁ ଗୁଳିମାଡ..

ବାଘ ଛାଲ ଜବତ, ଦୁଇ ଗିରଫ..

Hot this week

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

Related Articles

Popular Categories