www.samajalive.in
Sunday, December 7, 2025
16.1 C
Bhubaneswar

କେଜ୍ରିୱାଲଙ୍କୁ ଚତୁର୍ଥଥର ଲାଗି ସମନ ପଠାଇଲା ଇଡି

ନୂଆଦିଲ୍ଲୀ : ଶନିବାର ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ସମନ କରିଛି । ଜାନୁଆରୀ ୧୮ତାରିଖ ପୂର୍ବରୁ ହାଜର ହେବା ପାଇଁ ଇଡି ପକ୍ଷରୁ ଉଲ୍ଲେଖ ରହିଛି। ମଦ ଦୁର୍ନୀତି ମାମଲାରେ ଏହାକୁ ମିଶାଇ ୪ଥର ସମନ କରିସାରିଲାଣି ପ୍ରବର୍ତ୍ତନ ନିର୍ଦ୍ଧେଶାଳୟ । ପୂର୍ବ ୩ଥର ଯାକ ସମନ ପାଇ ବି ସେ ହାଜର ହୋଇନଥିଲେ ।

ତୃତୀୟ ଥର ସମନ ପାଇବା ପରେ ଆପ୍ ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ଦଳ କହିଥିଲା ଇଡି ପକ୍ଷରୁ କରାଯାଉଥିବା ସମନ ବେଆଇନ । ଜାଣିଶୁଣି ତାଙ୍କୁ ହଇରାଣ କରାଯାଉଛି। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାକୁ ମୋଦି ସରକାର ହାତ ବାରିସି କରୁଛନ୍ତି। ବିରୋଧୀ ମାନଙ୍କୁ ହଇରାଣ କରିବାକୁ ଚେଷ୍ଟା କରାଯାଉଛି। ସେପଟେ ଏହି ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ ଏବଂ ଅନ୍ୟ କିଛି ନେତା ଜେଲ ଯାଇଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories