www.samajalive.in
Monday, December 8, 2025
27.1 C
Bhubaneswar

ସୀତାରାମପୁର ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଗୁରୁଡିଝାଟିଆ: ଓରନ୍ଦା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସୀତାରାମପୁର ପ୍ରାଥମିକ ବିଦ୍ୟାଳୟ ବାର୍ଷିକ କ୍ରିଡାର ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇଛି। ପ୍ରଧାନଶିକ୍ଷକ ତୁଷାର କୁମାରବେଉରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ କର୍ମା କାରଖାନାର ପରିଚାଳନା ନିର୍ଦ୍ଦେଶକ ରଣବିଜୟ ସିଂ ,ବାଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ପ୍ରଭାସିନୀ ମହାରଣା, ବିଦ୍ୟାଳୟ ପରିଚଳାନା କମିଟି ସଭାପତି ନିର୍ମଳ ଚନ୍ଦ୍ର ପରିଡା, ଅମିୟ କୁମାର ପ୍ରଧାନ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ବାର୍ଷିକ କ୍ରିଡା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ବିଦ୍ୟାଥିଙ୍କୁ ପୁରସ୍କୃତ କରିବା ସହ ଉତ୍ସାହିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟସଭ୍ୟା, ଗାଁ ମୁରବୀ ଓ ଶିକ୍ଷାଭିଭାବକ ଉପସ୍ଥିତ ରହିଥିଲେ। ଶିକ୍ଷୟିତ୍ରୀ ପ୍ରଜ୍ଞା ପ୍ରିୟମ୍ବଦା ସିଂ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories