www.samajalive.in
Saturday, December 13, 2025
26.1 C
Bhubaneswar

୨ ବାଇକ ମୁହାଁମୁହିଁ ଧକ୍କା, ୨ ମୃତ

ଲମତାପୁଟ: ଜଲାପୁଟ ଫାଣ୍ଡି ପାତ୍ରପୁର ଗାଁ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁୁରୁତର ଆହତଙ୍କୁ ନିକଟସ୍ଥ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଜଲାପୁଟ ଫାଣ୍ଡି ପାତ୍ରପୁର ଗାଁ ଛକ ନିକଟରେ ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଦୁର୍ଘଟଣାସ୍ଥଳରେ ହିଁ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories