www.samajalive.in
Sunday, December 7, 2025
14.1 C
Bhubaneswar

ମାଞ୍ଜା ସୂତା ବ୍ୟବହାରକୁ ବାରଣ

ଭୁବନେଶ୍ବର : ସୋମବାର ମକର ସଂକ୍ରାନ୍ତି ରହିଛି । ଏଥିଲାଗି ଗାଁଠୁ ସହର ଉତ୍ସବମୂଖର ହୋଇଉଠିଛି । ସବୁଠି ଗୁଡି ଉଡାକୁ ନେଇ ପ୍ରସ୍ତୁତି ଚାଲିଥିବାବେଳେ ଗୁଡି ଉଡାଇବାବେଳେ ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ କରାଯାଇଛି। ଓଡିଶା ପୁଲିସ ପକ୍ଷରୁ ସାଧାରଣ ଲୋକଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏଥିରେ କୁହାଯାଇଛି ଗୁଡି ଉଡାଇବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ । ମାଞ୍ଜା ସୂତା ବିକ୍ରୟ କିମ୍ବା ବ୍ୟବହାର କରିବା ଆଇନତଃ ଦଣ୍ଡନୀୟ । ତେଣୁ ମାଞ୍ଜା ସୂତା ବ୍ୟବହାର ନକରି ସାଧାରଣ ସୂତାରେ ଗୁଡି ଉଡାଇ ମକର ସଂକ୍ରାନ୍ତିକୁ ପାଳନ କରନ୍ତୁ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories