www.samajalive.in
Friday, December 5, 2025
17.1 C
Bhubaneswar

ଟିଟଲାଗଡ ବେଲଗାଁ ୨୬ନଂ ରାଜପଥରେ ଦୁର୍ଘଟଣା: ଦୁଇ ବାଇକ ଆରୋହୀ ଗୁରୁତର

ଟିଟିଲାଗଡ଼: ଟିଟଲାଗଡ ଥାନା ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ବାଇକ ଆରୋହୀ ଗୁରୁତର ଭାବେ ଆହତ ହୋଇଛନ୍ତି। ସୂଚନା ମୂତାବକ ତରସିଂହା ଗାଁର ବିବେକ ଜାନି ଏବଂ ଥୁବୁଡିଙ୍ଗ ଗାଁର ଉତ୍ତମ ମାଝୀ ବାଇକ ଯୋଗେ ଟିଟଲାଗଡ ଯାଉଥିଲେ । ହଠାତ୍ ଜାତୀୟ ରାଜପଥର ସିନାପଲା ଗାଁ ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ । ବାଇକଟି ଏକ ପୋଲ ତଳେ ଥିବା ଘଞ୍ଚ ବୁଦା ମଧ୍ୟରେ ପଡ଼ିଥିବା ଦେଖିବାକୁ ମିଳିଥିଲା।  ସ୍ଥାନୀୟ ଲୋକ ଉଭୟ ଆହତଙ୍କୁ ଉଦ୍ଧାର କରି ଟିଟଲାଗଡ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories