www.samajalive.in
Wednesday, December 10, 2025
14.1 C
Bhubaneswar

ପୁଣେରୁ ଲୋକସଭା ନିର୍ବାଚନ ଲଢ଼ିବେ ମାଧୁରୀ

ମୁମ୍ବଇ : ବଲିଉଡ୍‍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ନେନେ ପୁଣେରୁ ୨୦୧୯ ଲୋକସଭା ନିର୍ବାଚନ ଲଢ଼ିବେ। ଏ ନେଇ ବିଜେପି ପକ୍ଷରୁ ବିଚାର କରୁଥିବା ଜଣାପଡିଛି। ‘ସମର୍ଥନ ପାଇଁ ସମ୍ପର୍କ’ ଅଭିଯାନକ୍ରମେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ୨୦୧୮ ଜୁନ୍‍ରେ ମାଧୁରୀଙ୍କୁ ମୁମ୍ବଇସ୍ଥିତ ତାଙ୍କ ବାସଭବନରେ ସାକ୍ଷାତ କରିଥିଲେ।
ମୋଦୀ ସରକାରଙ୍କ ଉପଳବ୍ôଧ ସମ୍ବନ୍ଧରେ ମଧ୍ୟ ସେ ମାଧୁରୀଙ୍କୁ ଅବଗତ କରିଥିଲେ। ଲୋକସଭା ନିର୍ବାଚନ ଲାଗି ତାଙ୍କ ନାମ ତାଲିକାଭୁକ୍ତ କରାଯାଇଥିବା ଦଳର ଜଣେ ବରିଷ୍ଠ ଅଧିକାରୀ ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୨୦୧୪ ଲୋକସଭା ନିର୍ବାଚନରେ ବିଜେପି ପ୍ରାର୍ଥୀ ଅନୀଲ ସିରୋଲ ୩ ଲକ୍ଷ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀଙ୍କଠାରୁ ବିଜୟଲାଭ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories