www.samajalive.in
Sunday, December 7, 2025
18.1 C
Bhubaneswar

ବିଦ୍ୟାଳୟରେ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ସହାୟକ ‘ସମାଜ’

ବୋଲଗଡ : ପ୍ରତିଦିନ ପରି ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକର ପିଚୁକୁଳି ଶ୍ରୀରଘୁନାଥ ଦେବ ଉଚ୍ଚବିଦ୍ୟାଳୟରେ ପ୍ରାର୍ଥନା ସଭାରେ ଦୈନିକ ଖବର କାଗଜ ‘ସମାଜ’ରେ ପ୍ରକାଶ ପାଉଥିବା ନୀତିଶ୍ଲୋକ, ଅମରବାଣୀ ଓ ଆଜିର ଖବର ପରିବେଷଣ ହେଉଥିବାର ଦୃଶ୍ୟ ଦେଖାଯାଇଛି। ଖବର କାଗଜ ପ୍ରତି ଶିକ୍ଷକ ଶିକ୍ଷୟତ୍ରୀ ମାନେ ଆଗ୍ରହ ସୃଷ୍ଟି କରୁଛନ୍ତି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories