www.samajalive.in
Sunday, December 7, 2025
26.1 C
Bhubaneswar

ପୋଲ ତଳକୁ ଖସିଲା ବାଇକ, ଆରୋହୀ ମୃତ

କାମାକ୍ଷାନଗର: କାମାକ୍ଷାନଗର ସନ୍ନିକଟ କାମାକ୍ଷାନଗର-ଢେଙ୍କାନାଳ ମୁଖ୍ୟ ରାସ୍ତାର ମହୁଲପାଳ ଗାଁସ୍ଥିତ ପୋଲ ଉପରୁ ତଳକୁ ଖସି ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି କାମାକ୍ଷାନଗର ଥାନା ଆଲୁଅଝରଣ ଗ୍ରାମ ଜୁଆଙ୍ଗ ସାହିର ଦୁର୍ୟ୍ୟୋଧନ ପଧାନଙ୍କ ପୁଅ ଦିପୁ ପଧାନ। ଦିପୁ ବାଇକ ଯୋଗେ କାମାକ୍ଷାନଗରରୁ କାମସାରି ନିଜ ଗାଁ ଆଲୁଅଝରଣକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ବାଇକ ସହ ଖସି ପଡ଼ିଥିଲେ। ଗୁରୁତର ଅବସ୍ଥାରେ ସ୍ଥାନୀୟ ଯୁବକମାନେ ତାଙ୍କୁ ଉଦ୍ଧାର କରି କାର୍ ଯୋଗେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories