www.samajalive.in
Friday, December 12, 2025
16.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଲାଗି ଆଜିଠୁ ଆରମ୍ଭ ଧାର୍ମିକ ରୀତିନୀତି..

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର..

- Advertisement -

ମନ୍ତ୍ରପାଠରେ ପ୍ରକମ୍ପିତ ଖଣ୍ଡମଣ୍ଡଳ, ଆସନ୍ତାକାଲି ଯଜ୍ଞରେ ପୂର୍ଣ୍ଣାହୂତି ଦେବେ ଗଜପତି ମହାରାଜ..

ଆରମ୍ଭ ହେଲା ବିଶ୍ବପ୍ରସିଦ୍ଧ ଧନୁଯାତ୍ରା: କାରାଗାରରେ ଜନ୍ମ ନେବେ​‌ ଶ୍ରୀକୃଷ୍ଣ

ମୋବାଇଲରେ କଥା ହେବାକୁ ମନା କରିବାରୁ ବାପାଙ୍କୁ ହାଣିଲା ଝିଅ..

ଗୁରୁତର ବାପା ମା ସୋର ମେଡିକାଲରେ ଭର୍ତ୍ତି..

ବିଶ୍ବଜିତ୍‌ଙ୍କୁ ପିଟି ମାରିଥିଲା କେୟାର ଟେକର: ସୂଚନା ଦେଲେ ଡିସିପି..

ବଢିଲା ବିଏସକେୱାଇ ନବୀନ କାର୍ଡର ଆବେଦନ ତାରିଖ..

ଜାନୁଆରୀ ୨୬ ପର୍ଯ୍ୟନ୍ତ କରିପାରିବେ ଆବେଦନ..

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ମାମଲା: ସତ୍ୟପାଠ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ..

ଇଣ୍ଡିଗୋ ଓ ମୁମ୍ବଇ ବିମାନବନ୍ଦରକୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌..

ମୁମ୍ବଇ ବିମାନବନ୍ଦରର ରନୱେରେ ଯାତ୍ରୀଙ୍କ ଖାଦ୍ୟ ଖାଉଥିବା ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ..

ଘନ କୁହୁଡି ଯୋଗୁଁ ଦିଲ୍ଲୀ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ୩୦ ବିମାନ ବିଳମ୍ବିତ, ୧୭ ବିମାନ ବାତିଲ..

ଦିଲ୍ଲୀ ଆସୁଥିବା ୩୦ ଟ୍ରେନ୍ ବିଳମ୍ବରେ ଚାଲୁଥିବା ସୂଚନା..

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories