www.samajalive.in
Friday, December 12, 2025
16.1 C
Bhubaneswar

ଦେଶରେ ସକ୍ରିୟ ଆକ୍ରାନ୍ତ ୨,୮୦୪

ନୂଆଦିଲ୍ଲୀ : ପୁଣି ଥରେ ଅନେକ ସ୍ଥାନରେ କରୋନା ମାମଲା ବୃଦ୍ଧି ପାଉଥିବା ଦେଖାଯାଉଛି। ପ୍ରତ୍ୟେକ ଦିନ ନୂଆ ମାମଲା ସାମ୍ନାକୁ ଆସୁଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମଙ୍ଗଳବାର ମିଳିଥିବା ସୂଚନାନୁଯାୟୀ, ଦେଶରେ ୨୪ ଘଣ୍ଟାରେ ୧୮୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୨,୮୦୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ସଂକ୍ରମଣ କାରଣରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଡିସେମ୍ବର ୫ ପର୍ଯ୍ୟନ୍ତ ମାମଲାରେ ହ୍ରାସ ହେଉଥିବା ରେକର୍ଡ କରାଯାଇଥିବା ବେଳେ ଶୀତ ବଢିବା ପରେ ପୁଣି ଏଥିରେ ବୃଦ୍ଧି ହେଉଥିବା ଦେଖାଯାଉଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories