www.samajalive.in
Saturday, December 13, 2025
21.1 C
Bhubaneswar

ବାଇକ ଦୁର୍ଘଟଣାରେ ପଦଚାରୀ ଗୁରୁତର

ରେଙ୍ଗାଲିକ୍ୟାମ୍ପ: ଜାତୀୟ ରାଜପଥ ୫୩ର ଅତାବିରା ବ୍ଲକ ଛକ ନିକଟରେ ବାଇକ ଧକ୍କାରେ ଜଣେ ପଦଚାରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ସ୍ଥାନୀୟ ଜନସାଧାରଣଙ୍କ ସହାୟତାରେ ଚିକିତ୍ସା ପାଇଁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ଅତାବିରା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ପରେ ଡାକ୍ତରଖାନାକୁ ଯାଇ ଘଟଣାର ତଦନ୍ତ କରିଛି। ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କ ବୁର୍ଲା ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଚାଳକ ସଞ୍ଜୁ କୁଳେ ବାଇକ ଯୋଗେ ସମ୍ବଲପୁରରୁ ବରଗଡ଼ ପଟକୁ ଯାଉଥିଲେ। ଗୁରୁତର ବ୍ୟକ୍ତି ଜଣକ ଛତିଶଗଡ଼ର ଦିଲ୍ଲୀପ ବରିହା(୩୦) ବୋଲି ପୁଲିସ ସୂତ୍ରରୁ ଜଣାପଡ଼ିଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories