www.samajalive.in
Sunday, December 7, 2025
14.1 C
Bhubaneswar

୨୨ ତାରିଖ ଶ୍ରୀରାମଙ୍କ ପ୍ରାଣ ପତିଷ୍ଠା ଦିବସକୁ ସରକାର ଛୁଟି ଘୋଷଣା କରନ୍ତୁ

ବୌଦ୍ଧ: ବୌଦ୍ଧ ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ଆଜି ଜିଲ୍ଲା କାର୍ଯ୍ୟାଳୟ ଠାରେ ଜିଲ୍ଲା ସଭାପତି ବିପ୍ରଚରଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶ୍ରୀମନ୍ଦିର ପରିକ୍ରମା ଉଦଘାଟନ ପାଇଁ ରାଜ୍ୟ ସରକାର ୧୭ ତାରିଖକୁ ସରକାରୀ ଛୁଟି ଭାବରେ ଘୋଷଣା କରିଥିବା ବେଳେ ଆସନ୍ତା ୨୨ ତାରିଖରେ ଅଯୋଧ୍ୟାଠାରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ଦିନକୁ ମଧ୍ୟ ଛୁଟି ଘୋଷଣା କରିବାକୁ ବିଜେପି ପକ୍ଷରୁ ଦାବି କରାଯାଇଛି। ଜିଲ୍ଲାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ପ୍ରଶାସନ ପକ୍ଷରୁ ପାତରଅନ୍ତର କରାଯାଇ କୌଣସି ରାଜ୍ୟ ସରକାରଙ୍କ ଅଧିକାରୀ ଉପସ୍ଥିତ ରହୁନଥିବା ଅଭିଯୋଗ କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories